ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୫ମୀ ଦିବା ୧୦.୨୮ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।
ମୃଗଶିରା- ପ୍ରେମ ଜୀବନ ମଧୁରମୟ ରହିବ । କୈଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ବ୍ୟପାର ବୃର୍ତିରେ ପ୍ରଗତି ହେବ ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ ।
ଆଦ୍ରା- ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।
ପୁନର୍ବସୁ- ଦୀର୍ଘଦିନର ଆଶା ପୂରଣ ହୋଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫