ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୫ମୀ ଦିବା ୧୦.୨୮ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।
ମଘା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ପାରିବାରିକ ସମସ୍ୟା ଲାଗି ରହିବ । କାମକୁ ଅବହେଳା କରିପାରିବେ ନାହିଁ । ଆର୍ଥିକ ସମସ୍ୟାରୁ ଚୁକ୍ତି ମିଳିବ ବା ପୂର୍ବରୁ କରିଥିବା ଋଣରୁ ମୁକ୍ତି ପାଇ ପାରିବେ ।
ପୂ- ଫାଲ୍ଗୁନୀ- ବ୍ୟବସାୟରେ ସାମାନ୍ୟ ପରିବର୍ତନ ହେତୁ ସାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସେମାନେ ଏଥିରେ ସଫଳ ହେବେ
ଉ- ଫାଲ୍ଗୁନୀ- ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବ । ଛାତ୍ରଛାତ୍ରୀ ମାନେ ପଢାରେ ବୃତକାର୍ଯ୍ୟ କରିବେ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧