ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୫ମୀ ଦିବା ୧୦.୨୮ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।
ଉ- ଫାଲ୍ଗୁନୀ- ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ । ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି ।
ହସ୍ତା- ରାଜନିତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ଶିକ୍ଷାର୍ଥୀ ମାନେ ପଢାରେ ସଫଳତା ପାଇବେ ।
ଚିତ୍ରା- ଜମିଜମା ବିବାଦ ଜଟିଳ ହୋଇପାରେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ମହିଳା ମାନେ ସହଯୋଗର ହାତ ବଢାଇବେ।
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫