ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୫ମୀ ଦିବା ୧୦.୨୮ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।
ଚିତ୍ରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ ।
ସ୍ୱାତୀ- ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ ।
ବିଶାଖା- ରାଜନିତିରେ ଆଗ୍ରହ ବଢିପାରେ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬