• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th January 2024: ଏହି ରାଶିର ବ୍ୟକ୍ତିଙ୍କ ଆସିଲା ଶୁଭ ସମୟ

ସୌର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥ- ପ୍ରତିପଦ ରାତ୍ରି ୦୧.୨୦ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା,ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ରାତ୍ରି ୦୧.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Aries

ମେଷ

Friday 26 Jan 2024

ଅଶ୍ୱନୀ- ପାରିବାରିକ ସହମତିରେ  କାର‌୍ୟ୍ୟ ସିଦ୍ଧି ଘଟିପାର ।  ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତିରେ ସଫଳତା ହାସଲ କରିବେ ।

ଦ୍ୱିଜା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରଚନାତ୍ମକ କାର‌୍ୟ୍ୟରୁ ପ୍ରଂଶସିତ ହୋଇ ପାରନ୍ତି ।

କୃତିକା- ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ସହନଶୀଳତା ଜାଗ୍ରତ କରିବେ ।  ସମ୍ପତି ବୃଦ୍ଧି ହୋଇପାରେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ