• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th January 2024: ଏହି ରାଶିର ବ୍ୟକ୍ତିଙ୍କ ଆସିଲା ଶୁଭ ସମୟ

ସୌର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥ- ପ୍ରତିପଦ ରାତ୍ରି ୦୧.୨୦ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା,ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ରାତ୍ରି ୦୧.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Taurus

ବୃଷ

Friday 26 Jan 2024

କୃତିକା- ଦେହ ଦୁର୍ବଳତା ପାଇଁ କର୍ମକ୍ଷେତ୍ରରେ ଠିକ୍ ସେ କାର୍ଯ୍ୟ କରିପାରିବେ ନାହିଁ । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ ଚେଷ୍ଟା କରିବେ ।

ରୋହିଣୀ- ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ । ସାମାଜିକ ସ୍ତରରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ ।

ମୃଗଶିରା- ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି । ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ ।

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ