• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th January 2024: ଏହି ରାଶିର ବ୍ୟକ୍ତିଙ୍କ ଆସିଲା ଶୁଭ ସମୟ

ସୌର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥ- ପ୍ରତିପଦ ରାତ୍ରି ୦୧.୨୦ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା,ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ରାତ୍ରି ୦୧.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Libra

ତୁଳା

Friday 26 Jan 2024

ଚିତ୍ରା- ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ । ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ ।

ସ୍ୱାତୀ- ବେପାର ବୃତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।

ବିଶାଖା- ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ