ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର । ଚନ୍ଦ୍ର- ବିଛା ଦିବା ୦୮.୨୫ ଗତେ ଧନୁ,ତିଥି- ୧୨ଶୀ ରାତ୍ରି ୦୮.୫୫ ଗତେ ୧୩ଶୀ,ଘାତଚନ୍ଦ୍ର- ଦିବା ୦୮.୨୫ ଗତେ ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୮.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ
ଚିତ୍ରା- ଶାରୀରିକ କ୍ଲାନ୍ତି ଦୂର ହେବ ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ
ସ୍ୱାତୀ- ସମ୍ପର୍କୀୟ ବନ୍ଧୁଙ୍କ ସାହାର୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ
ବିଶାଖା- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ
ପ୍ରତିକାର- କୈାଣସି ଅସାହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାର୍ୟ୍ୟ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬