• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th July 2024: ଏହି ରାଶିର ବ୍ୟକ୍ତି ଆଜି ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୩୦ ଗତେ ୭ମୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୧୧.୩୦ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ।

Taurus

ବୃଷ

Friday 26 Jul 2024

କୃତିକା- ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ସୀମିତ ରହିବ ।

ରୋହିଣୀ- ଆପଣଙ୍କ କାର‌୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ମୃଗଶିରା- କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :