• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th July 2024: ଏହି ରାଶିର ବ୍ୟକ୍ତି ଆଜି ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୩୦ ଗତେ ୭ମୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୧୧.୩୦ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ।

Pisces

ମୀନ

Friday 26 Jul 2024

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ ।

ଉ,ଭାଦ୍ରପଦ- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି

ରେବତୀ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭାନ୍ତ କରିପାରନ୍ତି ।

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :