• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th July 2024: ଏହି ରାଶିର ବ୍ୟକ୍ତି ଆଜି ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୩୦ ଗତେ ୭ମୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୧୧.୩୦ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ।

Virgo

କନ୍ୟା

Friday 26 Jul 2024

ଉ,ଫଳଗୁନି- ମାନସିକ ଅସି୍ଥରତାକୁ ବୃଦ୍ଧି କରିବାରେ ବନ୍ଧୁଙ୍କ ପରୋକ୍ଷ କାର‌୍ୟ୍ୟାବଳୀ ଅନନ୍ୟ କାରଣ ହୋଇପାରେ । ପରିବାରରେ ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି ।

ହସ୍ତା- ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।

ଚିତ୍ରା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :