• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th July 2024: ଏହି ରାଶିର ବ୍ୟକ୍ତି ଆଜି ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୩୦ ଗତେ ୭ମୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୧୧.୩୦ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ।

Libra

ତୁଳା

Friday 26 Jul 2024

ଚିତ୍ରା- ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ । ଆପଣ ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ । ନିଜର ବନ୍ଧନକୁ ଦୃଢ କରିବା ପାଇଁ ପ୍ରୟାସ କରିବେ । ଯଦି ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୂକୁଳ ହେବ

ସ୍ୱାତୀ- ଘରେ ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ଆପଣଙ୍କ ଜୀବନ ସାଥିଙ୍କ ସହିତ ମଧୁର ସମ୍ପର୍କ ରହିବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିପାରେ ।

ବିଶାଖା- ଶିକ୍ଷା କ୍ଷେତ୍ରରେ ଅଭିଜ୍ଞତା ବଢିବ । ସମ୍ପତି-ବାଡିକୁ ନେଇ ଅନେକ ପରିସ୍ଥିତି ଦେଖା ଦେଇପାରେ । ମହିଳା ମାନଙ୍କୁ ଅନେକ ଚାପରେ ଗତି କରିବାକୁ ପଡିପାରେ ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :