• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th July 2024: ଏହି ରାଶିର ବ୍ୟକ୍ତି ଆଜି ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୩୦ ଗତେ ୭ମୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୧୧.୩୦ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ।

Scorpio

ବିଛା

Friday 26 Jul 2024

ବିଶାଖା- ପ୍ରେମ ଜୀବନରେ ଉତମ ବୁଝାବଣା ରହିବ । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।

ଅନୁରାଧା- ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାର‌୍ୟ୍ୟ ପାଇବେ

ଜ୍ୟେଷ୍ଠା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :