• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th July 2024: ଏହି ରାଶିର ବ୍ୟକ୍ତି ଆଜି ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୩୦ ଗତେ ୭ମୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୧୧.୩୦ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ।

Capricorn

ମକର

Friday 26 Jul 2024

ଉ,ଷାଢା- ମାନସିକ ସୁସ୍ଥତା ରହି ନପାରେ । ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର‌୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।

ଶ୍ରବଣା- ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।

ଧନିଷ୍ଠା- ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସି୍ଥତି ସୃଷ୍ଟି ହେବ । ମହିଳା ମାନେ ଚିନ୍ତିତ ରହିବେ । ରାଜନିତି କ୍ଷେତ୍ରରେ ପ୍ରତିଷ୍ଠିତ ହେବେ

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :