ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୮ମୀ ରାତ୍ରି ୦୨.୦୫ ଗତେ ୯ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୨ ପାଦ - କୃଷିହାନି- ତିଳକାଞନ ଦାନ ଦିବା ୧୨.୪୨ ପର୍ଯ୍ୟନ୍ତ
ପୂ, ଭାଦ୍ରପଦ - ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ଉ, ଭାଦ୍ରପଦ - କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।
ରେବତୀ- ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩