ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୮ମୀ ରାତ୍ରି ୦୨.୦୫ ଗତେ ୯ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୨ ପାଦ - କୃଷିହାନି- ତିଳକାଞନ ଦାନ ଦିବା ୧୨.୪୨ ପର୍ଯ୍ୟନ୍ତ
ପୁନର୍ବସୁ - ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।
ପୁଷ୍ୟା - ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।
ଅଶ୍ଳେଷା - ଶିକ୍ଷା ଦୃଷ୍ଟିରୁ ପିଲାମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ।
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨