ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୮ମୀ ରାତ୍ରି ୦୨.୦୫ ଗତେ ୯ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୨ ପାଦ - କୃଷିହାନି- ତିଳକାଞନ ଦାନ ଦିବା ୧୨.୪୨ ପର୍ଯ୍ୟନ୍ତ
ମଘା - ମାନସିକ ସ୍ତରରେ ଉନ୍ନତି ଆସିବ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।
ପୂ- ଫାଲ୍ଗୁନୀ - ରାଜନୀତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରୀଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ଚାକିରିରେ ପ୍ରାଧ୍ୟନତା ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ ।
ଉ- ଫାଲ୍ଗୁନୀ - କୋର୍ଟ କଚେରି ମାମଲାରେ ଲାଗିରହିଥିବା ଅଚଳାବସ୍ଥା ଦୂରିଭୂତ ହେବ । ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ।
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ।
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧