ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୮ମୀ ରାତ୍ରି ୦୨.୦୫ ଗତେ ୯ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୨ ପାଦ - କୃଷିହାନି- ତିଳକାଞନ ଦାନ ଦିବା ୧୨.୪୨ ପର୍ଯ୍ୟନ୍ତ
ଉ- ଫାଲ୍ଗୁନୀ - ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ହସ୍ତା - ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଁଟିବେ । କାମରେ ହଠାତ କୈଣସି ଯୋଜନାରେ ପରିବର୍ତନ କରିପାରନ୍ତି । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ।
ଚିତ୍ରା - ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ।
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫