ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୮ମୀ ରାତ୍ରି ୦୨.୦୫ ଗତେ ୯ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୨ ପାଦ - କୃଷିହାନି- ତିଳକାଞନ ଦାନ ଦିବା ୧୨.୪୨ ପର୍ଯ୍ୟନ୍ତ
ଚିତ୍ରା - ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ । ସାମୟିକ ଭାବରେ ସଯ୍ୟାସାୟି ହୋଇ ପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ।
ସ୍ୱାତୀ- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।
ବିଶାଖା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬