ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୮ମୀ ରାତ୍ରି ୦୨.୦୫ ଗତେ ୯ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୨ ପାଦ - କୃଷିହାନି- ତିଳକାଞନ ଦାନ ଦିବା ୧୨.୪୨ ପର୍ଯ୍ୟନ୍ତ
ମୂଳା - ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ ।
ପୂ, ଷାଢା - ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନୀତି କ୍ଷେତ୍ରରେ ବିଜୟ ଲାଭ କରିବେ । ଶିକ୍ଷାତ୍ରୀ ମାନେ ଅଧ୍ୟୟନ ରତ ରହିବେ ।
ଉ, ଷାଢା - ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।
ପ୍ରତିକାର – ମା’ ତାରାଙ୍କ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩