• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ପଞ୍ଚମୀ ରାତ୍ରି ୦୮.୫୫ ଗତେ ଷଷ୍ଠୀ।। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ନାସ୍ତି।

Aries

ମେଷ

Wednesday 26 Jun 2024

ଅଶ୍ୱନୀ- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ବ୍ୟବସାୟରେ ମତାନ୍ତର ଦେଖାଦେବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ।

ଦ୍ୱିଜା- ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳ ହେବେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ।

କୃତିକା- କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଜମିକୁ ନେଇ ଭାଇ ବିରୋଧୀ ହୋଇପାରନ୍ତି । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :