• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ପଞ୍ଚମୀ ରାତ୍ରି ୦୮.୫୫ ଗତେ ଷଷ୍ଠୀ।। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ନାସ୍ତି।

Pisces

ମୀନ

Wednesday 26 Jun 2024

ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

ଉ,ଭାଦ୍ରପଦ- ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି ।

ରେବତୀ- ଯାନବାହାନ ଲାଭ ସାଙ୍ଗକୁ ମନୋରଞ୍ଜନ ଓ ମାଙ୍ଗଳିକ କାମରୁ ଖୁସିରହିବେ । ଅନ୍ୟର ସାହାର‌୍ୟ୍ୟ, ସମର୍ଥନ ଲକ୍ଷ୍ୟ ହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ ଅଗ୍ରଣୀ ହେବେ ।

ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :