• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ପଞ୍ଚମୀ ରାତ୍ରି ୦୮.୫୫ ଗତେ ଷଷ୍ଠୀ।। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ନାସ୍ତି।

Capricorn

ମକର

Wednesday 26 Jun 2024

ଉ,ଷାଢା- କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ

ଶ୍ରବଣା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ

ଧନିଷ୍ଠା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।

ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :