• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ପଞ୍ଚମୀ ରାତ୍ରି ୦୮.୫୫ ଗତେ ଷଷ୍ଠୀ।। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ନାସ୍ତି।

Gemini

ମିଥୁନ

Wednesday 26 Jun 2024

ମୃଗଶିରା- ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।

ଆଦ୍ରା- ରାଜନୀତିରେ ମନକାମନା ପୂରଣ ହେବ । ଆଇନ ଛାତ୍ରଛାତ୍ରୀ ମାନେ ସମୟର ସଦୁପଯୋଗ କରନ୍ତୁ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ । ସୁଯୋଗର ସଦବ୍ୟବହାର କରି କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ।

ପୁନର୍ବସୁ- ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ ଜମି , ଦଲାଲକୁ ଯଥେଷ୍ଟ ଲାଭ ମିଳିବ । ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ଭାତ୍ରୁ ସଂପର୍କରେ ଉନ୍ନତି ଘଟିବ ।

ପ୍ରତିକାର – ମାଛମାନଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :