• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ପଞ୍ଚମୀ ରାତ୍ରି ୦୮.୫୫ ଗତେ ଷଷ୍ଠୀ।। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ନାସ୍ତି।

Cancer

କର୍କଟ

Wednesday 26 Jun 2024

ପୁନର୍ବସୁ- ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ ।

ପୁଷ୍ୟା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ରାଜନିତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

ଅଶ୍ଲେଷା- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ। କୌଣସି ଅତ୍ୟାବଶ୍ୟକୀୟ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।

ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :