• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ପଞ୍ଚମୀ ରାତ୍ରି ୦୮.୫୫ ଗତେ ଷଷ୍ଠୀ।। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ନାସ୍ତି।

Leo

ସିଂହ

Wednesday 26 Jun 2024

ମଘା- ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହ‌ଞ୍ଚିବାରେ ସାହାଯ୍ୟ କରିବ । କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।

ପୂ,ଫାଲଗୁନି- ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ, ଆୟ ବଜାୟ ରହିବ ।

ଉ,ଫାଲଗୁନି- ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦ୍ୱାରା ଅଭିଳାଷା ପୂରଣ ହେବ । ଜମିଜମା କିଣିବାର ସୁଯୋଗ ରହିଛି । କୈାଣସି ଗୋଟେ ବଡ ପଦବୀ ଯାଇପାରେ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :