• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ପଞ୍ଚମୀ ରାତ୍ରି ୦୮.୫୫ ଗତେ ଷଷ୍ଠୀ।। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ନାସ୍ତି।

Virgo

କନ୍ୟା

Wednesday 26 Jun 2024

ଉ,ଫଳଗୁନି- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । ବ୍ୟବସାୟରେ କୈାଣସି ପରିସି୍ଥତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।

ହସ୍ତା- ଆଜିର ଅଫିସ୍ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ । ସରକାରୀ କାମରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।

ଚିତ୍ରା- ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି । ଧର୍ମକାର‌୍ୟ୍ୟର ଆଲୋଚନା କିମ୍ବା ପୁରାଣ ପଠନ ସାଙ୍ଗକୁ ଧର୍ମକାର‌୍ୟ୍ୟରେ ନିଜକୁ ନିୟୋଜିତ କରିବେ । ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :