• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ପଞ୍ଚମୀ ରାତ୍ରି ୦୮.୫୫ ଗତେ ଷଷ୍ଠୀ।। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ନାସ୍ତି।

Libra

ତୁଳା

Wednesday 26 Jun 2024

ଚିତ୍ରା- ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।

ସ୍ୱାତୀ- ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ ।

ବିଶାଖା- ପେସାଦାର ବ୍ୟବସାୟୀମାନଙ୍କଠାରୁ ସାବଧାନ୍ ରୁହନ୍ତୁ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳାମାନେ କଠିନ ପରିଶ୍ରମ କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ ।

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :