• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ପଞ୍ଚମୀ ରାତ୍ରି ୦୮.୫୫ ଗତେ ଷଷ୍ଠୀ।। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ନାସ୍ତି।

Scorpio

ବିଛା

Wednesday 26 Jun 2024

ବିଶାଖା- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ।

ଅନୁରାଧା- ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ।

ଜ୍ୟେଷ୍ଠା- ଆଜି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସମର୍ଥ ହୋଇପାରନ୍ତି । ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :