• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ପଞ୍ଚମୀ ରାତ୍ରି ୦୮.୫୫ ଗତେ ଷଷ୍ଠୀ।। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ନାସ୍ତି।

Sagittarius

ଧନୁ

Wednesday 26 Jun 2024

ମୂଳା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବା ସହ ଆତ୍ମୀୟମାନଙ୍କ ଅବଦାନକୁ ପାସୋରି ପାରିବେ ନାହିଁ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ।

ପୂ,ଷାଢା- ଛାତ୍ରଛାତ୍ରୀ ମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

ଉ,ଷାଢା- ସ୍ଥଗିତ ଥିବା କର୍ମଟି ପୂରଣ ହେବାପାଇଁ ଆର୍ଥୀକ ସଙ୍କଟ ଦୂରେଇ ଯାଇପାରେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ ।

ପ୍ରତିକାର – ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :