• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ପଞ୍ଚମୀ ରାତ୍ରି ୦୮.୫୫ ଗତେ ଷଷ୍ଠୀ।। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ନାସ୍ତି।

Aquarius

କୁମ୍ଭ

Wednesday 26 Jun 2024

ଧନିଷ୍ଠା- ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ। ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ। ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ ।

ଶତଭିଷା- ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।

ପୂ,ଭାଦ୍ରପଦ- କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ । ମହିଳାମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :