• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଆସିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୫ମୀ ଦିବା ୦୪.୩୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମେଷ,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୨.୦୧ ଗତେ ୧ପାଦ

Aries

ମେଷ

Sunday 26 Mar 2023

ଅଶ୍ୱନୀ- ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର‌୍ୟ୍ୟ ସହଯୋଗ ପାଇ ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ

କୃତିକା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ

ଦ୍ୱିଜା- ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :