• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଆସିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୫ମୀ ଦିବା ୦୪.୩୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମେଷ,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୨.୦୧ ଗତେ ୧ପାଦ

Taurus

ବୃଷ

Sunday 26 Mar 2023

କୃତିକା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ

ରୋହିଣୀ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର‌୍ୟ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ

ମୃଗଶିରା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର‌୍ୟ୍ୟ ବ୍ୟସ୍ତ ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :