• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଆସିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୫ମୀ ଦିବା ୦୪.୩୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମେଷ,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୨.୦୧ ଗତେ ୧ପାଦ

Aquarius

କୁମ୍ଭ

Sunday 26 Mar 2023

ଧନିଷ୍ଠା- ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ ।

ଶତଭିଷା- ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ

ପୂ, ଭାଦ୍ରପଦ- ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :