• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଆସିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୫ମୀ ଦିବା ୦୪.୩୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମେଷ,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୨.୦୧ ଗତେ ୧ପାଦ

Pisces

ମୀନ

Sunday 26 Mar 2023

ପୂ , ଭାଦ୍ରପଦ - ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ଉ , ଭଦ୍ରପଦ - ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।

ରେବତୀ – ଆକସ୍କିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ

ପ୍ରତିକାର- ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :