• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଆସିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୫ମୀ ଦିବା ୦୪.୩୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମେଷ,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୨.୦୧ ଗତେ ୧ପାଦ

Gemini

ମିଥୁନ

Sunday 26 Mar 2023

ମୃଗଶିରା - ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । କର୍ତୁପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ପାରନ୍ତି । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ

ଆଦ୍ରା - ବନ୍ଧୁ ମାନଙ୍କ ସହିତ ସମୟ ଅତିବାହିତ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ

ପୁନର୍ବସୁ - ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି । ଆୟନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ

ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :