• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଆସିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୫ମୀ ଦିବା ୦୪.୩୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମେଷ,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୨.୦୧ ଗତେ ୧ପାଦ

Cancer

କର୍କଟ

Sunday 26 Mar 2023

ପୁନର୍ବସୁ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି

ପୁଷ୍ୟା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।

ଅଶ୍ଳେଷା- ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର୍ଯ୍ୟ କରିଥିବା ଲକ୍ଷ ପୂରଣ କରିବେ । ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :