• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଆସିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୫ମୀ ଦିବା ୦୪.୩୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମେଷ,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୨.୦୧ ଗତେ ୧ପାଦ

Leo

ସିଂହ

Sunday 26 Mar 2023

ମଘା- ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ ।

ପୂ- ଫାଲ୍ଗୁନୀ- ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।

ଉ- ଫାଲ୍ଗୁନୀ- ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ମହିଳା ମାନେ ବୁଦ୍ଧି ଖଟାଇ ପରିସି୍ଥତିକୁ ସୁଧାରି ନେବେ ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :