• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଆସିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୫ମୀ ଦିବା ୦୪.୩୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମେଷ,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୨.୦୧ ଗତେ ୧ପାଦ

Virgo

କନ୍ୟା

Sunday 26 Mar 2023

ଉ- ଫାଲ୍ଗୁନୀ- ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ । ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି ।

ହସ୍ତା- ରାଜନିତିରେ ପଦମର‌୍ୟ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ଶିକ୍ଷାର୍ଥୀ ମାନେ ପଢାରେ ସଫଳତା ପାଇବେ ।

ଚିତ୍ରା- ଜମିଜମା ବିବାଦ ଜଟିଳ ହୋଇପାରେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ମହିଳା ମାନେ ସହଯୋଗର ହାତ ବଢାଇବେ 

ପ୍ରତିକାର- ଗରିବ ଲୋକଙ୍କୁ ସାହାର‌୍ୟ୍ୟ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :