• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଆସିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୫ମୀ ଦିବା ୦୪.୩୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମେଷ,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୨.୦୧ ଗତେ ୧ପାଦ

Libra

ତୁଳା

Sunday 26 Mar 2023

ଚିତ୍ରା – ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ସନ୍ତାନ ମଧ୍ୟରେ ବ୍ୟତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ

ସ୍ୱାତୀ – ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଚାକିରିରେ ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ

ବିଶାଖା – ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇପାରନ୍ତି । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :