• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଆସିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୫ମୀ ଦିବା ୦୪.୩୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମେଷ,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୨.୦୧ ଗତେ ୧ପାଦ

Sagittarius

ଧନୁ

Sunday 26 Mar 2023

ମୂଳା- ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ । ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । ପୂର୍ବସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ ।

ପୂ, ଷାଢା- ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ପଡୋଶିଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ । କୈାଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ ।

ଉ, ଷାଢା- କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର‌୍ୟ୍ୟକୁ ବଡ ମାନଙ୍କ ଠାରୁ ବୁଝିବିଚାରି କଲେ ଠିକ୍ ହେବ । ଭୂ-ସମ୍ପତି ଭାଗ ହୋଇପାରେ । ନାରୀ ମାନଙ୍କର ସହନଶୀଳତା ବୃଦ୍ଧି ପାଇବ ।

ପ୍ରତିକାର- ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :