• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଆସିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୫ମୀ ଦିବା ୦୪.୩୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମେଷ,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୨.୦୧ ଗତେ ୧ପାଦ

Capricorn

ମକର

Sunday 26 Mar 2023

ଉ , ଷାଢା - ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ

ଶ୍ରବଣା – ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ

ଧନିଷ୍ଠା – ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ

ପ୍ରତିକାର – ସୂର‌୍ୟ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :