• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଗୃହ ନିର୍ମାଣର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ମଙ୍ଗଳବାର। ଘାତବାର- ମକର ରାଶିର। ପୁଷ୍କର ଦୋଷ- ୧ ପାଦ।

Taurus

ବୃଷ

Tuesday 26 Mar 2024

କୃତିକା- କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ । ଶାରିରୀକ କ୍ଲେଶ ଦୂର ହୋଇଯିବ । ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ । ଦୈନଦନ୍ଦିନ ଜୀବନଟି ମୋଟାମୋଟି ଭଲ ଭାବେ ବିତାଇବେ।

ରୋହିଣୀ- ପରିଶ୍ରମ ଅନୁସାରେ ପାରିଶ୍ରମିକ ପାଇବେ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶ୍ରୁତି ରଖିପାରିବେ ନାହିଁ । କୌଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ।

ମୃଗଶିରା- ହଠାତ କୌଣସି ଖୁସି ଖବର ପାଇବେ। ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଅବହେଳା କରିଥିବା କାର୍ଯ୍ୟ ପାଇଁ ଅନୁତାପ କରିବେ।

ପ୍ରତିକାର – ମା କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :