• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଗୃହ ନିର୍ମାଣର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ମଙ୍ଗଳବାର। ଘାତବାର- ମକର ରାଶିର। ପୁଷ୍କର ଦୋଷ- ୧ ପାଦ।

Pisces

ମୀନ

Tuesday 26 Mar 2024

ପୂ, ଭାଦ୍ରପଦ- ନିଷ୍ପଳତା ଓ ନିରାଶ ଭାବ ଦେଖାଦେବ । ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ।

ଉ, ଭାଦ୍ରପଦ- ଯାନବାହାନ, ଲାଭ ସାଙ୍ଗକୁ ମନୋରଞ୍ଜନ ଓ ମାଙ୍ଗଳିକ କାମରୁ ଖୁସିରହିବେ । ଅନ୍ୟର ସାହାଯ୍ୟ ସମର୍ଥନ ଲକ୍ଷ୍ୟ ହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ ଅଗ୍ରଣୀ ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ।

ରେବତୀ- ସମ୍ପର୍କୀୟ ଜଣେ ବନ୍ଧୁଙ୍କ ପ୍ରତିଶ୍ରୁତି ଯାହାକି ଆପଣଙ୍କ କାମରେ ଆସିବ ଉପରିସ୍ଥ ଅଫିସରମାନଙ୍କର ଚାପ ବୃଦ୍ଧି ପାଇବ । କୌଣସି କାର‌୍ୟ୍ୟକୁ ନେଇ ଚିନ୍ତିତ ରହିବେ । ଗୁରୁଜନମାନଙ୍କ ସହିତ ମତାନ୍ତର ହୋଇପାରେ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :