• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଗୃହ ନିର୍ମାଣର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ମଙ୍ଗଳବାର। ଘାତବାର- ମକର ରାଶିର। ପୁଷ୍କର ଦୋଷ- ୧ ପାଦ।

Gemini

ମିଥୁନ

Tuesday 26 Mar 2024

ମୃଗଶିରା- ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ଆଦ୍ରା - ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ।

ପୁନର୍ବସୁ - ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୌଣସି କାମକୁ ହାତକୁ ନେବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ।

ପ୍ରତିକାର – ତ୍ରିପୁରାସୁନ୍ଦରୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :