• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଗୃହ ନିର୍ମାଣର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ମଙ୍ଗଳବାର। ଘାତବାର- ମକର ରାଶିର। ପୁଷ୍କର ଦୋଷ- ୧ ପାଦ।

Leo

ସିଂହ

Tuesday 26 Mar 2024

ମଘା – ଜୀବାଣୁଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କଠାରୁ ଦୂରେଇ ଯିବେ । ପରିବହନ ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ।

ପୂ ଫାଲଗୁନୀ - ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ଉ ଫାଲଗୁନୀ – କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତ୍ରୁମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :