• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଗୃହ ନିର୍ମାଣର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ମଙ୍ଗଳବାର। ଘାତବାର- ମକର ରାଶିର। ପୁଷ୍କର ଦୋଷ- ୧ ପାଦ।

Virgo

କନ୍ୟା

Tuesday 26 Mar 2024

ଉ ଫାଲ୍‌ଗୁନୀ- ଆପଣଙ୍କ କାମରେ ଅନ୍ୟମାନଙ୍କୁ ଖୁସି କରିପାରିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ। ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ । ଘର ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ।

ହସ୍ତା- କାର୍ଯ୍ୟ କ୍ଷେତ୍ରରେ ନୂଆ ସମ୍ଭାବନା ତଲାସ କରିପାରନ୍ତି । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ।

ଚିତ୍ରା- ନୂତନ ଯାନବାହନ କ୍ରୟ କରିବାରେ ଆଗ୍ରହୀ ହେବେ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କଠାରୁ ଭଲ ପରାମର୍ଶ ମିଳିବ । ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି।

ପ୍ରତିକାର- ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :