• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଗୃହ ନିର୍ମାଣର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ମଙ୍ଗଳବାର। ଘାତବାର- ମକର ରାଶିର। ପୁଷ୍କର ଦୋଷ- ୧ ପାଦ।

Libra

ତୁଳା

Tuesday 26 Mar 2024

ପାଇଁ ସୁଯୋଗ ପାଇବେ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରି କ୍ଷେତ୍ରରେ ଭଲ ବେତନ ପାଇବେ ।

ସ୍ୱାତୀ – ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ସହିତ ଭାତ୍ରୁ ସଂପର୍କରେ ଉନ୍ନତି ଘଟିବ । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାରଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।

ବିଶାଖା – ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ।

ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :