• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଗୃହ ନିର୍ମାଣର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ମଙ୍ଗଳବାର। ଘାତବାର- ମକର ରାଶିର। ପୁଷ୍କର ଦୋଷ- ୧ ପାଦ।

Scorpio

ବିଛା

Tuesday 26 Mar 2024

ବିଶାଖା- ଅଧିକ ସମୟ ସମାଲୋଚନାରେ କଟିପାରେ। ଜିଦ୍ ଗୁଣ ପାଇଁ ଅଶାନ୍ତି ବଢିପାରେ । ପ୍ରିୟବ୍ୟକ୍ତଙ୍କ ସହିତ ମିଶିବା ପାଇଁ ଦିନଟି ଭଲ ରହିବ । ଦୀର୍ଘ ଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ । କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ।

ଅନୁରାଧା- ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ । କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ବୈବାହିକ ଜୀବନରେ ମଧୁରତା ଆସିବ । ସାଂସ୍କୃତିକ ପରିବେଶରେ ଯୋଗଦାନ ଦେବେ।

ଜ୍ୟୋଷ୍ଠା- ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ପାଇବେ । ଇର୍ଷାପରାୟଣ, ଖଳବ୍ୟକ୍ତିମାନେ ଶତ୍ରୁତା କଲେ ମଧ୍ୟ କ୍ଷତି ଘଟାଇ ପାରିବେନାହିଁ।

ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :