• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଗୃହ ନିର୍ମାଣର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ମଙ୍ଗଳବାର। ଘାତବାର- ମକର ରାଶିର। ପୁଷ୍କର ଦୋଷ- ୧ ପାଦ।

Capricorn

ମକର

Tuesday 26 Mar 2024

ଉତ୍ତରାଷାଢା - ଚାକିରିରେ ପାଇଁ ନୂଆ ଖବର ଆସିପାରେ । ଭଲଲୋକଙ୍କ ସହ ମିଶିବାର ଅବସର ପାଇବେ । ପ୍ରେମ ଜୀବନ ମଧୁରମୟ ରହିବ କୌଣସି କାମରେ ଆଶାଠାରୁ ଅଧିକ ଲାଭ ପାଇବେ । ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢିବ।

ଶ୍ରବଣା- ସମାସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ବନ୍ଧୁ କଲ୍ୟାଣ ସିଦ୍ଧି ହେବ । ବ୍ୟପାର ବୃତ୍ତିରେ ପ୍ରଗତି ହେବ ଶୃଙ୍ଖଳିତ ଭାବରେ କର୍ମ କରି ସଫଳତା ପାଇବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।

ଧନିଷ୍ଠା- କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି ବଡ ଦାୟିତ୍ୱ ଦେବେ । ମହିଳାଙ୍କ ଭାଗ୍ୟ ଉଜ୍ଜଳ ହେବ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ପୂର୍ବ ବ୍ୟବସାୟ ଚୁକ୍ତି ଆପଣଙ୍କୁ ଅଚାନକ ଲାଭ ହେବ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :